Dailyhunt Logo
  • Light mode
    Follow system
    Dark mode
    • Play Story
    • App Story
ଲଗାଣ ବର୍ଷା:କନ୍ଧମାଳ ଜିଲ୍ଲାରେ ୨ ଦିନ ସ୍କୁଲ୍  ଛୁଟି ଘୋଷଣା

ଲଗାଣ ବର୍ଷା:କନ୍ଧମାଳ ଜିଲ୍ଲାରେ ୨ ଦିନ ସ୍କୁଲ୍ ଛୁଟି ଘୋଷଣା

ODIASpotNEWS 2 weeks ago

ନ୍ଧମାଳ: ରାଜ୍ୟରେ ଅନେକ ସ୍ଥାନରେ ଲଗାଣ ବର୍ଷା ହେଉଥିବା ବେଳେ କନ୍ଧମାଳ ଜିଲ୍ଲାରେ ମଧ୍ୟ ପ୍ରବଳ ବର୍ଷା ଜାରି ରହିଛି। ଏହାକୁ ଦୃଷ୍ଟିରେ ରଖି ୨ ଦିନ ସ୍କୁଲ୍ ଛୁଟି ଘୋଷଣା କରାଯାଇଛି। ସ୍କୁଲ ଛୁଟି ଘୋଷଣା କରିଛନ୍ତି ଜିଲ୍ଲାପାଳ।

ଆଜି ଓ ଆସନ୍ତାକାଲି ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ ଛୁଟି ରହିବ। ତେବେ ଏହି ସମୟରେ ପରୀକ୍ଷା ଓ ସ୍କୁଲର ଅନ୍ୟାନ୍ୟ କାର୍ଯ୍ୟ ଜାରି ରହିବ।

ଗଲା କିଛି ଦିନ ଧରି କନ୍ଧମାଳ ଜିଲ୍ଲାରେ ପ୍ରବଳ ବର୍ଷା ହେଉଛି।

Dailyhunt
Disclaimer: This content has not been generated, created or edited by Dailyhunt. Publisher: ODIA Spot NEWS