Dailyhunt
ପଶ୍ଚିମବଙ୍ଗରେ ପ୍ରଚାର ମଇଦାନରେ ମୋହନ ମାଝୀ

ପଶ୍ଚିମବଙ୍ଗରେ ପ୍ରଚାର ମଇଦାନରେ ମୋହନ ମାଝୀ

ODIASpotNEWS 0 months ago

ଭୁବନେଶ୍ୱର: ପଶ୍ଚିମବଙ୍ଗ ପ୍ରଚାର ମଇଦାନକୁ ଓହ୍ଲାଇବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ପଶ୍ଚିମବଙ୍ଗରେ ବିଜେପି ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିବେ । ନିର୍ବାଚନ ରାଲି ଓ ପ୍ରଚାର ସଭାକୁ ସମ୍ୱୋଧିତ କରି ବିଜେପି ପ୍ରାର୍ଥୀଙ୍କ ପାଇଁ ଭୋଟ ମାଗିବେ ।

ପୂର୍ବରୁ ମାର୍ଚ୍ଚ ୨୮ରେ ମଧ୍ୟ ପଶ୍ଚିମବଙ୍ଗ ଯାଇ ପ୍ରଚାର କରି ଥିଲେ ମୋହନ ମାଝୀ ।

ପଶ୍ଚିମବଙ୍ଗରେ ବିଧାନସଭା ନିର୍ବାଚନ ଆସନ୍ତା ୨୩ ତାରିଖ ଓ ଦ୍ୱିତୀୟ ପର୍ୟ୍ୟାୟ ମତଦାନ ଏପ୍ରିଲ ୨୯ ତାରିଖରେ ହେବ ।

Dailyhunt
Disclaimer: This content has not been generated, created or edited by Dailyhunt. Publisher: ODIA Spot NEWS