Dailyhunt Logo
  • Light mode
    Follow system
    Dark mode
    • Play Story
    • App Story
ରାଜଧାନୀରେ ପୁଣି ହିଟ୍ ଆଣ୍ଡ ରନ୍ ଘଟଣା

ରାଜଧାନୀରେ ପୁଣି ହିଟ୍ ଆଣ୍ଡ ରନ୍ ଘଟଣା

ODIASpotNEWS 15 hrs ago

ଭୁବନେଶ୍ବର: ରାଜଧାନୀରେ ପୁଣି ହିଟ୍ ଆଣ୍ଡ ରନ୍ ଘଟଣା । ଯାତ୍ରୀବାହୀ ଅଟୋକୁ ଧକ୍କା ଦେଲା ଟ୍ରକ୍ । ଧକ୍କା ଦେବା ପରେ ଅଟୋକୁ ଏନଏଚରେ ଘୋଷାଡ଼ି ନେଲା ଟ୍ରକ୍ । ଦୁର୍ଘଟଣା ଘଟାଇଥିବା ଟ୍ରକ୍ ଡ୍ରାଇଭରଙ୍କୁ ମାଡ଼ ମାରିଲେ ଉତ୍ୟକ୍ତ ଲୋକ । କଟକ-ପୁରୀ ବାଇପାସ୍ ରୋଡ୍ ପାଣ୍ଡରା ଛକ ନିକଟରେ ଘଟିଛି ଏଭଳି ଦୁର୍ଘଟଣା ।

ସୂଚନାଯୋଗ୍ୟ ଯେ, ।

କଟକ-ପୁରୀ ବାଇପାସ୍ ରୋଡ୍ ପାଣ୍ଡରା ଛକ ନିକଟରେ ଏକ ଯାତ୍ରୀବାହୀ ଅଟୋ ଯାଉଥିବା ବେଳେ ପଛପଟୁ ଧକ୍କା ଦେଲା ଦ୍ରୁତ ଗତିରେ ଆସୁଥିବା ଏକ ଟ୍ରକ୍ I ଦୁର୍ଘଟଣା ଘଟାଇବା ପରେ ବି ଅମାନିଆ ଟ୍ରକ୍ ଚାଳକ ପ୍ରାୟ ୫୦ରୁ ୬୦ମିଟର ପର୍ଯ୍ୟନ୍ତ NHରେ ଘୋଷାଡ଼ି ନେଇଥିଲା

Dailyhunt
Disclaimer: This content has not been generated, created or edited by Dailyhunt. Publisher: ODIA Spot NEWS