Dailyhunt Logo
  • Light mode
    Follow system
    Dark mode
    • Play Story
    • App Story
ସ୍ବାମୀର ଟାଙ୍ଗିଆ ଚୋଟରେ ସ୍ତ୍ରୀ ଗୁରୁତର

ସ୍ବାମୀର ଟାଙ୍ଗିଆ ଚୋଟରେ ସ୍ତ୍ରୀ ଗୁରୁତର

ODIASpotNEWS 3 weeks ago

ଞ୍ଜାମ: ଗଞ୍ଜାମ ଜିଲ୍ଲା ଗାଙ୍ଗପୁର ଥାନା ଖଇରପୁଟି ଗ୍ରାମରେ ବଡ଼ ଅଘଟଣ। ସ୍ବାମୀର ଟାଙ୍ଗିଆ ଚୋଟରେ ସ୍ତ୍ରୀ ଗୁରୁତର। ଗୁରୁତର ପତ୍ନୀ ହେଉଛନ୍ତି ୩୬ ବର୍ଷୀୟା ରଶ୍ମିତା ବିଷୋୟୀ। ଗୁରୁତର ଅବସ୍ଥାରେ ତାଙ୍କୁ ପ୍ରଥମେ ଆସିକା ଓ ପରେ ବ୍ରହ୍ମପୁର ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି।

ମିଳିଥିବା ସୂଚନା ମୁତାବକ, ସ୍ୱାମୀ ସଞ୍ଜୟ ବିଷୋୟୀ ସ୍ତ୍ରୀଙ୍କୁ ଟଙ୍କା ମାଗିଥିଲେ।

ହେଲେ ସେ ଟଙ୍କା ନଦେବାରୁ ସଞ୍ଜୟ ଏଭଳି କାଣ୍ଡ ଭିଆଇଛନ୍ତି। ପୋଲିସ ଏହି ଘଟଣାରେ ଅଧିକ ତଦନ୍ତ କରୁଛି।

Dailyhunt
Disclaimer: This content has not been generated, created or edited by Dailyhunt. Publisher: ODIA Spot NEWS