Dailyhunt Logo
  • Light mode
    Follow system
    Dark mode
    • Play Story
    • App Story
ଅମିତ ଶାହଙ୍କ ଓଡ଼ିଶା ଗସ୍ତ ବାତିଲ

ଅମିତ ଶାହଙ୍କ ଓଡ଼ିଶା ଗସ୍ତ ବାତିଲ

Odisha 24 3 weeks ago

ମିତ ଶାହଙ୍କ ଓଡ଼ିଶା ଗସ୍ତ ବାତିଲ । କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ଓଡ଼ିଶା ଗସ୍ତ ବାତିଲ । ୩ରୁ ୫ ତାରିଖ ଯାଏଁ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମ ଥିଲା। ଝାରସୁଗୁଡ଼ା, ସମ୍ବଲପୁର , ବରଗଡ଼, କଟକ ବଡ଼ମ୍ବା ଓ ଭୁବନେଶ୍ବରରେ ଥିଲା ଶାହଙ୍କ କାର୍ଯ୍ୟକ୍ରମ । ୪ ତାରିଖରେ ବରଗଡ଼ର ବାଉଲସିଂହା ଠାରେ ନିର୍ମିତ BPCL ର ଦ୍ୱିତୀୟ ପିଢ଼ିର (2G) ଇଥାନଲ୍ ପ୍ଲାଣ୍ଟର ଆନୁଷ୍ଠାନିକ ଉଦଘାଟନ କରିବା କାର୍ଯ୍ୟକ୍ରମ ଥିଲା ।

ହେଲେ ତାପୂର୍ବରୁ ଆଜି ଅପରାହ୍ନ ସମୟରେ ଅମିତ ଶାହଙ୍କ ଗସ୍ତ ବାତିଲ ହୋଇଛି । ଗସ୍ତ ବାତିଲ ହୋଇଥିବା ନେଇ ପ୍ରଦୀପ ପୁରୋହିତଙ୍କ ସୂଚନା ଦେଇଛନ୍ତି ।

ତେବେ କେନ୍ଦ୍ର ଗୃହ ମନ୍ତ୍ରୀଙ୍କ ଗସ୍ତ ବାତିଲ କଣ ପାଇଁ ପାଇଛି । ସେନେଇ କୌଣସି ସ୍ପଷ୍ଟ ସୂଚନା ମିଳିନାହିଁ । କେବଳ ଗସ୍ତ ବାତିଲ ନେଇ ସୂଚନା ଦିଆଯାଇଛି । ପରବର୍ତ୍ତୀ ସମୟରେ କେବେ ଓଡ଼ିଶା ଗସ୍ତ କରିବେ । ସେନେଇ ମଧ୍ୟ କିଛି ସ୍ପଷ୍ଟ ସୂଚନା ମିଳିନାହିଁ । କିଛି ଗୁରୁତ୍ୱପୁର୍ଣ କାମ ଆସିବାରୁ ତାଙ୍କ ଗସ୍ତ ବାତିଲ ହୋଇଛି । ପରବର୍ତ୍ତୀ ସମୟରେ ଅମିତ ଶାହଙ୍କ ଗସ୍ତ ରି ସିଡ୍ୟୁଲ ହେବ ।

ଭୁବନେଶ୍ୱର: ଡାବର ଆମଲା ହେୟାର ଅଏଲ୍ ପକ୍ଷରୁ ଲୋକପ୍ରିୟ ଗାୟିକା ଯୁଗଳ ଅନ୍ତରା ନନ୍ଦୀ ଏବଂ ଅଙ୍କିତା ନନ୍ଦୀଙ୍କୁ ନେଇ "କେୟାର୍ ୱାହାଁ ଜହାଁ ଡାବର ଆମଲା,

ଭୁବନେଶ୍ୱର: ବିଶ୍ୱର ସବୁଠାରୁ ପୁରୁଣା ସଂଗଠିତ ଯୋଗ କେନ୍ଦ୍ର, ସାନ୍ତାକ୍ରୁଜ୍ (ମୁମ୍ବାଇ) ସ୍ଥିତ 'ଦି ଯୋଗ ଇନଷ୍ଟିଚ୍ୟୁଟ୍‌' (ଟିୱାଇଆଇ), ପକ୍ଷରୁ ଚଳିତ ବର୍ଷର ବିଷୟବସ୍ତୁ "ସୁସ୍ଥ ବାର୍ଦ୍ଧକ୍ୟ

Dailyhunt
Disclaimer: This content has not been generated, created or edited by Dailyhunt. Publisher: Odisha 24 odia