ମେ' ମାସରେ ମାଟ୍ରିକ୍ ରେଜଲ୍ଟ । ମେ ମାସ ପ୍ରଥମ କିମ୍ୱା ଦ୍ୱିତୀୟ ସପ୍ତାହରେ ବାହାରିବ ମାଟ୍ରିକ୍ ରେଜଲ୍ଟ । ଏନେଇ ସୂଚନା ଦେଇଛନ୍ତି ମାଧ୍ୟମିକ ଶିକ୍ଷା ପରିଷଦ ସଭାପତି ଶ୍ରୀକାନ୍ତ ତରାଇ । ସେ କହିଛନ୍ତି କି, ରେଜଲ୍ଟ ବାହାରିବା ପରେ ସଙ୍ଗେ ସଙ୍ଗେ ଅନ୍ଲାଇନରେ ସାର୍ଟିଫିକେଟ୍ ମିଳିବ । ଯାହାଙ୍କର ପେପର୍ ଖରାପ ଥିବ ସେମାନେ ସପ୍ଲିମେଣ୍ଟାରୀ ପରୀକ୍ଷା ଦେଇପାରିବେ ।
ଅନ୍ୟପଟେ ଆଜି ସରିବ ମାଟ୍ରିକ ପରୀକ୍ଷାର ଖାତା ଦେଖା ।
ଭୁବନେଶ୍ୱର: ମାର୍ଚ୍ଚ ୨୦୨୪ରେ କାର୍ଯ୍ୟଭାର ଗ୍ରହଣ କରିବା ପରଠାରୁ ହରିୟାଣାର ମୁଖ୍ୟମନ୍ତ୍ରୀ ନାୟାବ ସିଂହ ସଇନୀ ଦ୍ରୁତଗତି, ସେବା ପ୍ରଦାନ ଏବଂ ପ୍ରଭାବ ଉପରେ ଧ୍ୟାନ ଦେଇ
ଭୁବନେଶ୍ୱର: ଗବେଷଣାରୁ ଜଣାପଡିଛି ଯେ ୪୦% ରୁ ଅଧିକ ପର୍ଯ୍ୟଟକ ଯାତ୍ରା ସମୟରେ ଦିନକୁ ଅତି କମରେ ଥରେ ବ୍ରଶ୍ କରିବାକୁ ଭୁଲିଯାଆନ୍ତି। ବିମାନ ଯାତ୍ରା ସମୟରେ

