Dailyhunt Logo
  • Light mode
    Follow system
    Dark mode
    • Play Story
    • App Story
ଆୟୁଷ୍ମାନ କାର୍ଡକୁ ନେଇ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: ଆଡ୍‌ମିଟ୍‌ ହେବାର ୩ ଦିନ ପୂର୍ବରୁ ହେବ ଏହି ସବୁ କାମ

ଆୟୁଷ୍ମାନ କାର୍ଡକୁ ନେଇ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: ଆଡ୍‌ମିଟ୍‌ ହେବାର ୩ ଦିନ ପୂର୍ବରୁ ହେବ ଏହି ସବୁ କାମ

ଭୁବନେଶ୍ୱର,୩୦/୦୫ : ଆୟୂଷ୍ମାନ କାର୍ଡକୁ ନେଇ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ଏକ ବଡ଼ ସୂଚନା ଦେଇଛନ୍ତି। ଆଡମିଟ ପୂର୍ବରୁ ଆୟୂଷ୍ମାନ କାର୍ଡରେ ସବୁ ମେଡିକାଲ ପରୀକ୍ଷା କରାଯିବ। ରୋଗୀ ହସ୍ପିଟାଲରେ ଆଡମିଟ୍‌ ହେବାର ୩ ଦିନ ପୂର୍ବରୁ କାର୍ଡରେ ପରୀକ୍ଷା ହେବ। ୩ ଦିନ ପୂର୍ବରୁ ଯାହା ସବୁ ଟେଷ୍ଟ ହେବ ତାହା ଆୟୂଷ୍ମାନ ପ୍ୟାକେଜରେ ରହିବ।

ଗାଇଡ୍‌ଲାଇନ୍‌ ନ ମାନିଲେ ହସ୍ପିଟାଲ ବିରୋଧରେ କଡ଼ା ଆକ୍ସନ ନିଆଯିବ ବୋଲି ସ୍ବାସ୍ଥ୍ୟମନ୍ତ୍ରୀ ଚେତାବନୀ ଦେଇଛନ୍ତି।

Dailyhunt
Disclaimer: This content has not been generated, created or edited by Dailyhunt. Publisher: Odisha Khabar.in