Dailyhunt Logo
  • Light mode
    Follow system
    Dark mode
    • Play Story
    • App Story
ଦୁଇ ଦିନିଆ ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ

ଦୁଇ ଦିନିଆ ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୨୫/୦୫ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଦୁଇ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ । ସକାଳ ୯ଟା ୩୦ ମିନିଟ୍‌ରେ ସେ ଦିଲ୍ଲୀ ଅଭିମୁଖେ ଯାତ୍ରା କରିବେ । ଏହି ଗସ୍ତ ସମୟରେ ମୁଖ୍ୟମନ୍ତ୍ରୀ କେନ୍ଦ୍ରୀୟ ନେତୃତ୍ୱଙ୍କ ସହ ଗୁରୁତ୍ୱପୂର୍ଣ୍ଣ ଆଲୋଚନା କରିବା ସହ ରାଜ୍ୟର ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପ ନେଇ ଚର୍ଚ୍ଚା କରିପାରନ୍ତି ।

Dailyhunt
Disclaimer: This content has not been generated, created or edited by Dailyhunt. Publisher: Odisha Khabar.in