Dailyhunt Logo
  • Light mode
    Follow system
    Dark mode
    • Play Story
    • App Story
ଘୂର୍ଣ୍ଣିବଳୟ ପ୍ରଭାବ: ଆଜିଠୁ ରାଜ୍ୟରେ ବଢ଼ିବ ବର୍ଷା

ଘୂର୍ଣ୍ଣିବଳୟ ପ୍ରଭାବ: ଆଜିଠୁ ରାଜ୍ୟରେ ବଢ଼ିବ ବର୍ଷା

ଭୁବନେଶ୍ୱର, ୦୫/୦୮ : ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପ ସାଗରରେ ସକ୍ରିୟ ରହିଛି ଘୂର୍ଣ୍ଣିବଳୟ । ଆଜିଠୁ ରାଜ୍ୟରେ ପୁଣି ବଢ଼ିବ ବର୍ଷାର ପରିମାଣ । ବିଭିନ୍ନ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ପାର୍ଶ୍ବବର୍ତ୍ତୀ ଆନ୍ଧ୍ର ଉପକୂଳରେ ଏକ ଘୂର୍ଣ୍ଣିବଳୟ ରହିଛି ।

ପ୍ରଭାବ ଆଜିଠୁ ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ହେବ। ମୟୂରଭଞ୍ଜରେ ପ୍ରବଳରୁ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ ।

Dailyhunt
Disclaimer: This content has not been generated, created or edited by Dailyhunt. Publisher: Odisha Khabar.in