Dailyhunt
ବନ୍ଧା ହେଲେ ନକଲି ସିଆଇଡି

ବନ୍ଧା ହେଲେ ନକଲି ସିଆଇଡି

Odisha News Lens 0 months ago

ଭୁବନେଶ୍ୱର : ନକଲି ସିଆଇଡିଙ୍କୁ ବାନ୍ଧିଲା ଅସଲି ପୁଲିସ। ଚନ୍ଦ୍ରଶେଖର ପୁଲିସ ଏହି ନକଲି ସିଆଇଡି ଅଧିକାରୀଙ୍କୁ ଗିରଫ କରିଛି। ସିଆଇଡି ପରିଚୟ ଦେଇ ଏମାନେ ବିଭିନ୍ନ ଶିକ୍ଷାନୁଷ୍ଠାନ ଓ ବ୍ୟବସାୟୀଙ୍କୁ ଲୁଟୁଥିଲେ। ସୂଚନାନୁଯାୟୀ, ଏମାନେ ନିଜକୁ ସିଆଇଡି ଅଧିକାରୀ କହି ବିଭିନ୍ନ ଶିକ୍ଷାନୁଷ୍ଠାନରେ ପ୍ରବେଶ କରୁଥିଲେ। ଅନିୟମିତତା ଦର୍ଶାଇ ଅର୍ଥ ଆଦାୟ କରୁଥିଲେ।

ଟଙ୍କା ଆଦାୟ କରୁଥିବା ବେଳେ ଖବର ପାଇ ୮ ଜଣଙ୍କୁ ଗିରଫ କରି ପୁଲିସ କୋର୍ଟ ଚାଲାଣ କରିଛି।

Powered by Froala Editor

Dailyhunt
Disclaimer: This content has not been generated, created or edited by Dailyhunt. Publisher: Odisha News Lens