Dailyhunt Logo
  • Light mode
    Follow system
    Dark mode
    • Play Story
    • App Story
ଲଘୁଚାପ: ୫ ଜିଲ୍ଲା ପାଇଁ ରେଡ୍ ୱାର୍ଣ୍ଣିଂ ଜାରି

ଲଘୁଚାପ: ୫ ଜିଲ୍ଲା ପାଇଁ ରେଡ୍ ୱାର୍ଣ୍ଣିଂ ଜାରି

Odisha News Lens 3 weeks ago

ଭୁବନେଶ୍ୱର: ବଙ୍ଗୋପସାଗରରେ ସକ୍ରିୟ ଲଘୁଚାପ ପ୍ରଭାବରେ ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷାର ସମ୍ଭାବନା ଥିବାରୁ ପାଣିପାଗ ବିଭାଗ ବିଭିନ୍ନ ଜିଲ୍ଲା ପାଇଁ ସତର୍କତା ଜାରି କରିଛି। ପରିସ୍ଥିତିକୁ ଦୃଷ୍ଟିରେ ରଖି ୫ଟି ଜିଲ୍ଲା ପାଇଁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି। ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ସମ୍ବଲପୁର, ଅନୁଗୁଳ, ବୌଦ୍ଧ, ସୋନପୁର ଓ କନ୍ଧମାଳ ଜିଲ୍ଲାରେ ଅତିପ୍ରବଳ ବର୍ଷା ହେବାର ଆଶଙ୍କା ଥିବାରୁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି।

ଏହାବ୍ୟତୀତ, ରାଜ୍ୟର ୧୯ଟି ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଏବଂ ଅନ୍ୟ ୬ଟି ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Powered by Froala Editor

Dailyhunt
Disclaimer: This content has not been generated, created or edited by Dailyhunt. Publisher: Odisha News Lens