Dailyhunt Logo
  • Light mode
    Follow system
    Dark mode
    • Play Story
    • App Story
ମନ୍ତ୍ରୀଙ୍କ ଚାମ୍ବରରେ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ସହ ଡାକ୍ତରଙ୍କ ହେବ ଆଲୋଚନା

ମନ୍ତ୍ରୀଙ୍କ ଚାମ୍ବରରେ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ସହ ଡାକ୍ତରଙ୍କ ହେବ ଆଲୋଚନା

Odisha News Lens 2 weeks ago

ଭୁବନେଶ୍ବର : ସ୍ବାସ୍ଥ୍ୟମନ୍ତ୍ରୀଙ୍କ ସହ ଡାକ୍ତରଙ୍କ ହେବ ଆଲୋଚନା ଦିନ ସାଢେ ୧୧ଟା ସମୟରେ ମନ୍ତ୍ରୀଙ୍କ ଚାମ୍ବରରେ ଆଲୋଚନା ହେବ ବୋଲି ସୂଚନା ମିଳିଛି । ଏ ନେଇ ଓମସା ସଭାପତି ଓ ସମ୍ପାଦକଙ୍କୁ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଚିଠି କରାଯାଇଛି ।

ସୂଚନା ଅନୁସାରେ, ଆନ୍ଦୋଳନରତ ଡାକ୍ତରଙ୍କ ବିରୋଧରେ ରାଜ୍ୟ ସରକାର ଗତକାଲି କଠୋର ଚେତାବନୀ ଦେଇଥିଲେ ।

ଆନ୍ଦୋଳନ ଛାଡି କାର୍ଯ୍ୟରେ ଯୋଗ ଦେବାକୁ ଚେତାବନୀ ଦେଇଥିଲେ । କାର୍ଯ୍ୟରେ ଯୋଗ ନ ଦେଲେ ଆନ୍ଦୋଳନରତ ଡାକ୍ତରଙ୍କ ଦରମା ବନ୍ଦ ପାଇଁ ନିର୍ଦ୍ଦେଶ ଦେଇଥିଲେ । ସମସ୍ତ ସିଡିଏମ୍ଓ, ପିଏଚଓଙ୍କୁ ନିର୍ଦେଶନାମା ଜାରି କରାଯାଇଥିଲା ।

Powered by Froala Editor

Dailyhunt
Disclaimer: This content has not been generated, created or edited by Dailyhunt. Publisher: Odisha News Lens