Dailyhunt
ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଯୁବକଙ୍କୁ ଭୂଜାଲିରେ ଆକ୍ରମଣ

ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଯୁବକଙ୍କୁ ଭୂଜାଲିରେ ଆକ୍ରମଣ

Odisha News Lens 3 weeks ago

ଣ୍ଡଗିରି: ଭୁବନେଶ୍ଵର ଚନ୍ଦକା ଥାନା ଗିରିଙ୍ଗାପୁଟରେ ଜଣେ ଯୁବକଙ୍କୁ ଭୂଜାଲିରେ ଆକ୍ରମଣ ହୋଇଛି। ଆକ୍ରମଣର ଶିକାର ହୋଇଥିବା ଯୁବକ ଜଣକ ସେହି ଗାଁର ବୁଲୁ ବେହେରା ବୋଲି ଜଣାପଡିଛି। ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି କିଛି ଦୁର୍ବୁତ୍ତ ତାଙ୍କୁ ଆକ୍ରମଣ କରିଥିଲେ। ବୁଲୁଙ୍କ ମୁଣ୍ଡ ଓ ହାତରେ ଗଭୀର ଆଘାତ ଲାଗିଛି। ବୁଲୁଙ୍କୁ ଗୁରୁତର ଅବସ୍ଥାରେ ନିକଟସ୍ଥ ଡ଼ାକ୍ତରଖାନାରେ ଭର୍ତ୍ତି କରାଯାଇଛି।

ବର୍ତ୍ତମାନ୍ ତାଙ୍କ ଅବସ୍ଥା ସଙ୍କଟାପନ୍ନ ଥିବା ସୂଚନା ମିଳିଛି। ପୁଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

Powered by Froala Editor

Dailyhunt
Disclaimer: This content has not been generated, created or edited by Dailyhunt. Publisher: Odisha News Lens