Dailyhunt Logo
  • Light mode
    Follow system
    Dark mode
    • Play Story
    • App Story
ଡିଜିଟାଲ ଲର୍ନିଙ୍ଗ ସମ୍ପର୍କରେ ଜିଲ୍ଲା ବିଜେପି ଯୁବ ମୋର୍ଚ୍ଚା ପକ୍ଷରୁ ପ୍ରଶିକ୍ଷଣ କାର୍ଯ୍ଯକ୍ରମ ଅନୁଷ୍ଠିତ

ଡିଜିଟାଲ ଲର୍ନିଙ୍ଗ ସମ୍ପର୍କରେ ଜିଲ୍ଲା ବିଜେପି ଯୁବ ମୋର୍ଚ୍ଚା ପକ୍ଷରୁ ପ୍ରଶିକ୍ଷଣ କାର୍ଯ୍ଯକ୍ରମ ଅନୁଷ୍ଠିତ

ODISHA NEWS 1 month ago

ସୁବର୍ଣ୍ଣପୁର, (୦୧/୦୭) : ଆପ୍ର : ସୁବର୍ଣ୍ଣପୁର ସର୍କିଟ ହାଉସ ଠାରେ ବିଜେପି ଯୁବ ମୋର୍ଚ୍ଚା ଓଡ଼ିଶା ରାଜ୍ୟ ସଭାପତି  ଅଭିଳାଷ ପଣ୍ଡା ଙ୍କ ଉପସ୍ଥିତିରେ ଏକ ଗୁରୁତ୍ୱପୂର୍ଣ୍ଣ ସାଙ୍ଗଠନିକ ବୈଠକ ଅନୁଷ୍ଠିତ ହୋଇଥିଲା । 

ଜିଲ୍ଲା ବିଜେପି ଯୁବ ମୋର୍ଚ୍ଚା ସଭାପତି  ସନ୍ତୋଷ ପ୍ରଧାନ ଙ୍କ ନେତୃତ୍ୱରେ ଆୟୋଜିତ ଏହି ବୈଠକରେ ଡିଜିଟାଲ ଲର୍ନିଙ୍ଗ ସମ୍ପର୍କରେ ବିସ୍ତୃତ ଆଲୋଚନା ହେବା ସହିତ ବୈଠକରେ ସଂଗଠନକୁ ତୃଣମୂଳ ସ୍ତରରେ ଆହୁରି ସୁଦୃଢ଼ କରିବା, ଅଧିକରୁ ଅଧିକ ଯୁବକ ଯୁବତୀ ଙ୍କୁ ସଂଗଠନ ସହ ଯୋଡ଼ିବା ଏବଂ ଡିଜିଟାଲ ମାଧ୍ୟମର ସଫଳ ବ୍ୟବହାର ମାଧ୍ୟମରେ ସଂଗଠନର କାର୍ଯ୍ୟକୁ ଆହୁରି ଗତିଶୀଳ କରିବା ଉପରେ ଗୁରୁତ୍ୱାରୋପ କରାଯାଇଥିଲା । ଏହି ପ୍ରଶିକ୍ଷଣ ଶିବିର ରେ ଶତାଧିକ ଯୁବ ମୋର୍ଚ୍ଚା କର୍ମୀ ଯୋଗ ଦେଇଥିଲେ ।

Dailyhunt
Disclaimer: This content has not been generated, created or edited by Dailyhunt. Publisher: ODISHA NEWS