ODISHA NEWS
ODISHA NEWS@odishanews

ଜୁନାଗଡ଼ ଠାରେ ଯୁଗ୍ମ ଜନ ଶୁଣାଣି ଶିବିର ଅନୁଷ୍ଠିତ

ଜୁନାଗଡ଼ ଠାରେ ଯୁଗ୍ମ ଜନ ଶୁଣାଣି ଶିବିର ଅନୁଷ୍ଠିତ
  • 105d
  • 22 shares

ରିପୋର୍ଟ : ଦେବଦତ୍ତ ପଣ୍ଡା 
କଳାହାଣ୍ଡି, ତା( ୧୬/୦୮) : ଆଜି ଜୁନାଗଡ଼ ଠାରେ ପଞ୍ଚାୟତ ସମିତି ସମ୍ମିଳନୀ ଗୃହରେ କଳାହାଣ୍ଡି ଜିଲ୍ଲାପାଳ ପି. ଅନ୍ୱେଷା ରେଡ୍ଡୀ ତଥା ଆରକ୍ଷୀ ଅଧିକ୍ଷକ ଶ୍ରୀ ଅଭିଳାଷ ଜି ଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି ।

ଜୁନାଗଡ଼ ଠାରେ ଅନୁଷ୍ଠିତ ଏହି ଶିବିରରେ ଜିଲ୍ଲା ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ ଶ୍ରୀ ସୁଶାନ୍ତ କୁମାର ପଟେଲ, ଉପ ଜିଲ୍ଲାପାଳ ଧର୍ମଗଡ ଶ୍ରୀ ସଚିନ ପାୱାର ପ୍ରକାଶ, ସି ଡ଼ି ଏମ୍ ଓ ଡ. ରଞ୍ଜନ ମିତ୍ର, ଧର୍ମଗଡ ଏସ.ଡି.ପି.ଓ. ଶ୍ରୀ ଫିରୋଜ ଚୋପଦାର ଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ, ପଞ୍ଚାୟତ ସମିତି ଅଧ୍ୟକ୍ଷା ଶ୍ରୀମତୀ ସବିତା ମେହେର, ବି.ଡି.ଓ.

No Internet connection

Link Copied