ODISHA NEWS
ODISHA NEWS@odishanews

କଲନରା ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ

କଲନରା ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ
  • 230d
  • 26 shares

ରିପୋର୍ଟ : ଗୋପୀନାଥ ଗୌଡ଼ 
ରାୟଗଡ଼ା, (୮/୦୮) : ରାୟଗଡ଼ା ଜିଲ୍ଲା ପ୍ରଶାସନ ତରଫରୁ ଆଜି କଲନରା ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଛି । 

କଲନରା ବ୍ଲକରେ ଅନୁଷ୍ଠିତ ଏହି ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ସୋମନାଥ ପ୍ରଧାନ, ଅତିରିକ୍ତ ଆରକ୍ଷୀ ଅଧିକ୍ଷ ରାମଚନ୍ଦ୍ର ସାହୁ, ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡାକ୍ତର ଲାଲମୋହନ ରାଉତରାୟ, ଉପଜିଲ୍ଲାପାଳ ରାୟଗଡ଼ା ଭୀମସେନ ଶବର, ପଞ୍ଚାୟତ ସମିତି ଅଧ୍ୟକ୍ଷ ସଂଯୁକ୍ତା କୁଳେଶିକା, ଅତିରିକ୍ତ ପ୍ରକଳ୍ପ ନିର୍ଦ୍ଦେଶକ ଜଳଛାୟା ମିଶନ ଶ୍ରୀ ପ୍ରଦୀପ ପଟ୍ଟନାୟକ, ନିର୍ବାହୀ ଯନ୍ତ୍ରୀ, ଜିଲ୍ଲା ଗ୍ରାମୀୟ ଜଳଯୋଗାଣ ସଂସ୍ଥା ର ସହାକାରୀ ଯନ୍ତ୍ରୀ, ଜିଲ୍ଲା ଜରୁରୀକାଳୀନ ଅଧିକାରୀ ସୁକାନ୍ତ ସାହୁ, ତହସିଲଦାର କଲନାରା, ଜିଲ୍ଲା ଯୋଗାଣ ଅଧିକାରୀ, ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ଶ୍ରୀ ରମେଶ ଚନ୍ଦ୍ର ନାୟକ, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଶ୍ରୀ ବସନ୍ତ ପ୍ରଧାନ, ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ଯାଜ୍ଞସେନୀ ବେହେରା, ବିଡ଼ିଓ ଗୌର ଚନ୍ଦ୍ର ପଟ୍ଟନାୟକ, ଅତିରିକ୍ତ ବିଡିଓ ନୃସିଂହ ଚରଣ ପଟ୍ଟନାୟକ, ଉପଖଣ୍ଡ ସାମାଜିକ ସୁରକ୍ଷା ଅଧିକାରୀ ଶ୍ରୀକାନ୍ତ ପାଣିଗ୍ରାହୀ, ଉପଖଣ୍ଡ ଯୋଗାଣ ଅଧିକାରୀ ଓ ଅନ୍ୟାନ୍ୟ ଅଧିକାରୀ ଉପସ୍ଥିତ ରହି ଅଭିଯୋଗ ଗୁଡିକର ଶୁଣାଣୀ କରିଥିଲେ ।

No Internet connection

Link Copied