ODISHA NEWS
ODISHA NEWS@odishanews

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଙ୍କ ପଦ୍ମପୁର ଗସ୍ତ

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଙ୍କ ପଦ୍ମପୁର ଗସ୍ତ
  • 115d
  • 23 shares

ରିପୋର୍ଟ : ଓଡ଼ିଶା ନ୍ୟୁଜ ୨୪ ବ୍ୟୁରୋ // 
ବରଗଡ଼, (୦୨/୧୨) : ଆଜି ହାଇଭୋଲଟେଜ୍ କ୍ୟାମ୍ପେନରେ କମ୍ପିବ ପଦ୍ମପୁର ଉପନିର୍ବାଚନ । ପ୍ରଚାର ପାଇଁ ଆଜି ପଦ୍ମପୁର ଆସୁଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପାଇକମାଳ ଓ ଝାରବନ୍ଧରେ ଜନସଭାରେ ଯୋଗ ଦେଇ ବିଜେଡି ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିବେ ନବୀନ । ଯାହାକୁ ନେଇ ବିଜେଡି କ୍ୟାମ୍ପରେ ପ୍ରବଳ ଉତ୍ସାହ ଦେଖିବାକୁ ମିଳିଛି ।

ତେବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଙ୍କ ଗସ୍ତ ପୂର୍ବରୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଟ୍ୱିଟ୍ କରି କହିଛନ୍ତି, ମୁଖ୍ୟମନ୍ତ୍ରୀ ରାତିରେ କ୍ୟାବିନେଟ ବସାଇ ପଦ୍ମପୁରକୁ ଜିଲ୍ଲା ମାନ୍ୟତା ମଂଜୁରୀ ଦିଅନ୍ତୁ । ପଦ୍ମପୁରକୁ ଜିଲ୍ଲା ଗଠନର ବିଜ୍ଞପ୍ତି ଚିଠା ଧରି ଆସନ୍ତୁ ।

No Internet connection

Link Copied