Dailyhunt Logo
  • Light mode
    Follow system
    Dark mode
    • Play Story
    • App Story
ଶନିବାର କେନ୍ଦୁଝର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଶନିବାର କେନ୍ଦୁଝର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ODISHA NEWS 1 year ago

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ // 
କେନ୍ଦୁଝର, (୨୧/୦୨) : ଶନିବାର କେନ୍ଦୁଝର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ । ବ୍ରହ୍ମକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟର କେନ୍ଦୁଝର ପୁରୁଣା ବଜାରରେ ନବନିର୍ମିତ ଆଶ୍ରମକୁ ଶନିବାର ଦିନ ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । 

ଏନେଇ ଏକ ସାମ୍ବାଦିକ ସମ୍ମିଳନୀ କରି ସୂଚନା ଦେଲେ କେନ୍ଦୁଝର କେନ୍ଦ୍ରର ସଞ୍ଚାଳିକା ବ୍ରହ୍ମକୁମାରୀ ବିନ୍ଦୁ ଏବଂ ବଡ଼ବିଲ କେନ୍ଦ୍ରର ସଞ୍ଚାଳିକା ବ୍ରହ୍ମକୁମାରୀ ଜୟନ୍ତୀ । ଶନିବାର ଦିନ ସୁଖ ଶାନ୍ତି ସରୋବର ନାମକ ଏହି ଭବ୍ୟ ଆଶ୍ରମର ଉଦ୍‌ଘାଟନୀ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେବାର କାର୍ଯ୍ୟକ୍ରମ ରହିଛି ।

Dailyhunt
Disclaimer: This content has not been generated, created or edited by Dailyhunt. Publisher: ODISHA NEWS