Dailyhunt Logo
  • Light mode
    Follow system
    Dark mode
    • Play Story
    • App Story
ବିଜେପିରେ ଯୋଗଦେଲେ ପୂର୍ବତନ ବିଜେଡି କର୍ପୋରେଟର ସୁକାନ୍ତ ଭୋଇ

ବିଜେପିରେ ଯୋଗଦେଲେ ପୂର୍ବତନ ବିଜେଡି କର୍ପୋରେଟର ସୁକାନ୍ତ ଭୋଇ

କଟକ ସଦର,୧୬/୧୧/୨୦୨୬(ଓଡ଼ିଶା ସମାଚାର /ବିଷ୍ଣୁ ବେହେରା): କଟକ ସଦର ଅନ୍ତର୍ଗତ କଟକ ମହାନଗର ନିଗମ ୫୯ ନମ୍ବର ୱାର୍ଡର ପୂର୍ବତନ ବିଜେଡି କର୍ପୋରେଟର ସୁକାନ୍ତ କୁମାର ଭୋଇ ଆଜି ସୋମବାର ଦିନ ତାଙ୍କର ବହୁ ସମର୍ଥକଙ୍କ ସହିତ ବିଜେପିରେ ସାମିଲ ହୋଇଥିବା ଜଣାପଡିଛି। ଉକ୍ତ ମିଶ୍ରଣ ପର୍ବରେ ବିଧାୟକ ପ୍ରକାଶ ଚନ୍ଦ୍ର ସେଠୀ ବିଜେପିରେ ଯୋଗଦେଇଥିବା ସମସ୍ତଙ୍କୁ ବିଜେପିର ଦଳୀୟ ଟୋପି ଓ ଉତ୍ତରୀୟ ଦେଇ ଦଳକୁ ସ୍ବାଗତ କରିଥିଲେ।

ଏଥିରେ ଅନ୍ୟମାନଙ୍କ ମଧ୍ୟରେ ଉକ୍ତ ୱ।ର୍ଡର କର୍ପୋରେଟର ମମତା ମହାନ୍ତି, ଗୋପାଳପୁର ବିଜେପି ମଣ୍ଡଳ ସଭାପତି ନିହାର ରଞ୍ଜନ ପଣ୍ଡା,ୱ।ର୍ଡ ପ୍ରମୁଖ ଆଲୋକ ବେହେରାଙ୍କ ସମେତ ବହୁ କାର୍ଯ୍ୟକର୍ତ୍ତା ଓ କର୍ମୀ ଉପସ୍ଥିତ ଥିଲେ।

Dailyhunt
Disclaimer: This content has not been generated, created or edited by Dailyhunt. Publisher: Odisha Samachar