Dailyhunt Logo
  • Light mode
    Follow system
    Dark mode
    • Play Story
    • App Story
ଡିସେମ୍ବର ୩୧ରେ ସିବିଏସଇ ପରୀକ୍ଷା ତାରିଖ ଘୋଷଣା

ଡିସେମ୍ବର ୩୧ରେ ସିବିଏସଇ ପରୀକ୍ଷା ତାରିଖ ଘୋଷଣା

ନୂଆଦିଲ୍ଲୀ: ସିବିଏସ୍ଇ ବୋର୍ଡ ପରୀକ୍ଷା ଆରମ୍ଭ ହେବା ନେଇ ଆସନ୍ତା ଡିସେମ୍ବର ୩୧ ସନ୍ଧ୍ୟା ୬ଟାରେ ତାରିଖ ଘୋଷଣା ହେବ ବୋଲି ପ୍ରକାଶ କରିଛନ୍ତି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ରମେଶ ପୋଖରିଆଲ୍ ନିଶଙ୍କ।

ଏନେଇ ସେ ଟ୍ବିଟ ଯୋଗେ ସୂଚନା ଦେଇଛନ୍ତି।

ତେବେ ଏହି କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ ତଥା ସିବିଏସ୍ଇ ବୋର୍ଡ ପରୀକ୍ଷା ଅନଲାଇନର‌େ ହେବ ନାହିଁ।

Dailyhunt
Disclaimer: This content has not been generated, created or edited by Dailyhunt. Publisher: Odisha Sambad Odia