Dailyhunt Logo
  • Light mode
    Follow system
    Dark mode
    • Play Story
    • App Story
କଟକରେ ୭୦୦ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

କଟକରେ ୭୦୦ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

କଟକ: କଟକରେ ନୂଆ ୮୧ଟି କରୋନା ଆକ୍ରାନ୍ତ ମାମଲା ଚିହ୍ନଟ ହୋଇଛି। ଯାହାକୁ ମିଶାଇ ଜିଲ୍ଲାରେ ମୋଟ ସଂଖ୍ୟା ୭୦୨ରେ ପହଞ୍ଚିଛି।

କଟକ ଜିଲ୍ଲା ପ୍ରଶାସନର ସୂଚନା ଅନୁଯାୟୀ, ଆଚାର୍ଯ୍ୟ ହରିହର ଆଞ୍ଚଳିକ କର୍କଟ କେନ୍ଦ୍ରରୁ ୫୫, ଆଠଗଡରୁ ୧୩, ଏସସିବି ମେଡିକାଲ କଲେଜ ଏବଂ ହସ୍ପିଟାଲରୁ ୪, ଟିଗିରିଆରୁ ଚାରି, ଟାଙ୍ଗିରୁ ୨ ଏବଂ ସମ ହସ୍ପିଟାଲରୁ ଜଣେ ପଜିଟିଭ ଚିହ୍ନଟ ହୋଇଛନ୍ତି।

Dailyhunt
Disclaimer: This content has not been generated, created or edited by Dailyhunt. Publisher: Odisha Sambad Odia