Dailyhunt Logo
  • Light mode
    Follow system
    Dark mode
    • Play Story
    • App Story
ଲଦାଖରେ ଭୁମିକମ୍ପର ଝଟକା ଅନୁଭୂତ, ତୀବ୍ରତା ୩.୬

ଲଦାଖରେ ଭୁମିକମ୍ପର ଝଟକା ଅନୁଭୂତ, ତୀବ୍ରତା ୩.୬

ଶ୍ରୀନଗର: ଲଦାଖରେ ଶନିବାର ଦିନ ସାମାନ୍ୟ ଭୁମିକମ୍ପର ଝଟକା ଅନୁଭୂତ ହୋଇଛି ।

ନ୍ୟାସନାଲ ସେଣ୍ଟର ଫର୍ ସେସିମୋଲୋଜିର ରିପୋର୍ଟ ଅନୁଯାୟୀ ରିକ୍ଟର ସ୍କେଲରେ ଏହି ଭୂମିକମ୍ପର ତୀବ୍ରତା ୩.୬ ମପା ଯାଇଥିଲା । ଏନେଇ ବିଭାଗ ପକ୍ଷରୁ ଟ୍ବିଟ୍ କରାଯାଇଛି।

Dailyhunt
Disclaimer: This content has not been generated, created or edited by Dailyhunt. Publisher: Odisha Sambad Odia