Friday, 05 Mar, 1.34 pm ଓଡିଶା ସମ୍ବାଦ

ଓଡିଶା
ଲାଞ୍ଚ ମାଗି ନିଲମ୍ବିତ ହେଲେ ଏଏସଆଇ

ଦେବଗଡ: ଦେବଗଡ ଜିଲ୍ଲା କୁଣ୍ଢେଇଗୋଳା ଥାନା ଏଏସଆଇ ପରମାନନ୍ଦ ନାଏକ ନିଲମ୍ବିତ ହୋଇଛନ୍ତି । ଅଭିଯୋଗକାରିଣୀଙ୍କୁ ଲାଞ୍ଚ ମାଗି ସେ ନିଲମ୍ବିତ ହୋଇଛନ୍ତି । 'ମୋ ସରକାର' ପକ୍ଷରୁ ଫୋନରେ ଯୋଗାଯୋଗ କରାଯିବା ପରେ ଲାଞ୍ଚ ମାଗିଥିବା ଜଣାପଡିବା ପରେ ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯାଇଛି । ଦେବଗଡ ଏସପି ମନୋଜ କୁମାର ମହନ୍ତ ନିଲମ୍ବିତ କରିବା ନେଇ ନିର୍ଦ୍ଦେଶ ଦେଇଛନ୍ତି ।

Dailyhunt
Disclaimer: This story is auto-aggregated by a computer program and has not been created or edited by Dailyhunt. Publisher: Odisha Sambad Odia
Top