Saturday, 25 Sep, 7.18 pm ଓଡିଶା ସମ୍ବାଦ

ଓଡିଶା
ମୃତ ସାମ୍ବାଦିକ ଅରିନ୍ଦମ ଦାସଙ୍କ ପରିବାରକୁ ୪ ଲକ୍ଷ ଟଙ୍କାର ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ସାମ୍ବାଦିକ ଅରିନ୍ଦମ ଦାସଙ୍କ ପରିବାରକୁ ୪ ଲକ୍ଷ ଟଙ୍କାର ସହାୟତା ରାଶି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏନେଇ ଟ୍ୱିଟ କରି ସୂଚନା ଦେଇଛନ୍ତି ରାଜ୍ୟ ସରକାରଙ୍କ ଗଣମାଧ୍ୟମ ପରାମର୍ଶ ଦାତା ମାନସ ମଙ୍ଗରାଜ । ଜର୍ଣ୍ଣାଲିଷ୍ଟ ୱେଲଫେୟାର ଫଣ୍ଡରୁ ଏହି ସହାୟତା ରାଶି ଘୋଷଣା କରାଯାଇଥିବା ଜଣାପଡ଼ିଛି । ଗତକାଲି ମୁଣ୍ଡୁଳିରେ ଫଶିଥିବା ହାତୀକୁ ଉଦ୍ଧାର କରିବା ପାଇଁ ଯାଇଥିବା ସମୟରେ ବୋଟ୍ ଓଲଟି ପଡ଼ିବା ଯୋଗୁଁ ଭାସିଯାଇ ଅରିନ୍ଦଙ୍କ ମୃତ୍ୟୁ ହୋଇଥିଲା ।

Dailyhunt
Disclaimer: This story is auto-aggregated by a computer program and has not been created or edited by Dailyhunt. Publisher: Odisha Sambad Odia
Top