ଓ ଡ଼ି ଶାଲାଇଭ ବ୍ୟୁରୋ ଆଉ ଜଣେ ବିଧାୟକଙ୍କୁ କରୋନା। ବାଲେଶ୍ୱର ଜିଲ୍ଲା ନୀଳଗିରି ବିଧାୟକ କରୋନା ଆକ୍ରାନ୍ତ ହେବା ପରେ ଆଜି କଟକ ଜିଲ୍ଲା ସାଲେପୁର ବିଧାୟକ ପ୍ରଶାନ୍ତ ବେହେରା କରୋନା ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି। ତାଙ୍କୁ ଅଶ୍ୱିନୀ କୋଭିଡ୍ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ି ଚାଲିଛି।