Dailyhunt Logo
  • Light mode
    Follow system
    Dark mode
    • Play Story
    • App Story
ଉଚ୍ଚଶିକ୍ଷା ବିଭାଗର ଇନଷ୍ଟାଗ୍ରାମ ଆକାଉଣ୍ଟ ହ୍ୟାକ, ୪ ତାରିଖରୁ ଅପଲୋଡ ହୋଇଛି ଅଶ୍ଳୀଳ ଓ ବେଟିଙ୍ଗ ଭିଡିଓ

ଉଚ୍ଚଶିକ୍ଷା ବିଭାଗର ଇନଷ୍ଟାଗ୍ରାମ ଆକାଉଣ୍ଟ ହ୍ୟାକ, ୪ ତାରିଖରୁ ଅପଲୋଡ ହୋଇଛି ଅଶ୍ଳୀଳ ଓ ବେଟିଙ୍ଗ ଭିଡିଓ

ODISHA NEWS 1 year ago

ଭୁବନେଶ୍ୱର, (୨୮/୦୭) :ଆପ୍ର. : ଉଚ୍ଚଶିକ୍ଷା ବିଭାଗର ଇନଷ୍ଟାଗ୍ରାମ ଆକାଉଣ୍ଟ ହ୍ୟାକ୍।  ଇନ୍ ଷ୍ଟା ଆକାଉଣ୍ଟରେ ଅପଲୋଡ ହୋଇଛି ଅଶ୍ଳୀଳ ଭିଡିଓ। ବେଟିଙ୍ଗ ଭିଡିଓ ମଧ୍ୟ ଅପଲୋଡ ହୋଇଛି ।  

୪ ତାରିଖରୁ ଅପଲୋଡ ହୋଇଛି ଅଶ୍ଳୀଳ ଓ ବେଟିଙ୍ଗ ଭିଡିଓ। ତେବେ କିଏ ହ୍ୟାକର ଏଯାଏଁ ହୋଇନି ସ୍ପଷ୍ଟ । ସେହିପରି ହ୍ୟାକରଙ୍କ ଟାର୍ଗେଟରେ ରହିଛି ରେଭେନ୍ସା । ରେଭେନ୍ସା ବିଶ୍ୱବିଦ୍ୟାଳୟ ୱେବ୍ ସାଇଟ୍ ହ୍ୟାକ କରିଛନ୍ତି ସାଇବର ଅପରାଧୀ । BENTO4D ନାଁରେ ରହିଛି ଏହି ୱେବ୍ ସାଇଟ୍ । ବିଭିନ୍ନ ପ୍ରକାର ବେଟିଂ ବା ଗ୍ୟାମ୍ବଲିଙ୍ଗ ଗେମ୍ ରହିଛି ଏହି ୱେବ୍ ସାଇଟରେ । ହ୍ୟାକକୁ ନେଇ ଚିନ୍ତାରେ ଅଛନ୍ତି ରେଭେନ୍ସା ବିଶ୍ବବିଦ୍ୟାଳୟ କର୍ତ୍ତୃପକ୍ଷ ।

Dailyhunt
Disclaimer: This content has not been generated, created or edited by Dailyhunt. Publisher: ODISHA NEWS