ମେଷ: ଦେହ ମନ ସୁସ୍ଥ ରହିବ ଓ ଲୋକସମ୍ପର୍କ ବୃଦ୍ଧି ପାଇବ ।ଧନ,ମାନ ସମ୍ମାନର ଅଧିକାରୀ ହେବେ ।ରାଜନୀତି କ୍ଷେତ୍ରରେ ଜନ ସମାଜରେ ପ୍ରଶଂସନୀୟ ହେବେ ।ବିଦ୍ଯାର୍ଥୀ ମାନେ ବିଦ୍ଯାରେ ସଫଳତା ପାଇବେ ବୃଷ: କର୍ମ କ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ହାସଲ କରିବେ ।ଶତୃମାନେ ପରାଜୟ ହେବେ ।ମହିଳାମାନେ ନିଜ ପରିବାରରେ ଆଦରଣିୟ ହେବେ ।ଶରୀର ସୁସ୍ଥ ରହିବ । ମିଥୁନ: ଯଗିରଖି ଚଳନ୍ତୁ ସାମାନ୍ୟ କଥାକୁ କେନ୍ଦ୍ର କରି ମିତ୍ରମାନଙ୍କ ସହିତ ଯୁକ୍ତିତର୍କ ହୋଇପାରେ ।