ଭୁବନେଶ୍ୱର : ମନୀଷ ହତ୍ୟା ମାମଲାରେ ବହିଷ୍କୃତ କନଷ୍ଟେବଲ ପ୍ରସନ୍ନ ବେହେରାଙ୍କ ଘରେ ଆଜି ଭିଜିଲାନ୍ସ ଚଢ଼ାଉ ହୋଇଛି । ପ୍ରସନ୍ନଙ୍କ ୫ଟି ଘରେ ଏକାସାଙ୍ଗରେ ୫ଟି ଭିଜିଲାନ୍ସ ଟିମ୍ ଚଢ଼ାଉ କରୁଛି । କଳ୍ପନା ଛକ ବାସଭବନ ଓ ଡୁମଡୁମା ସ୍ଥିତ ସ୍ପାର୍କ ଫର୍ଣ୍ଣିଚର ଗୋଦାମରେ ରେଡ୍ ହୋଇଛି । ଏହା ସହ ଲିଙ୍ଗିପୁର ଶାନ୍ତିବିହାର ଫର୍ଣ୍ଣିଚର ୱାର୍କସପ୍ ଓ ପାତ୍ରପଡ଼ା ସାଉଥସିଟି ବାର୍ ରେଡ୍ ହୋଇଛି ।