Dailyhunt Logo
  • Light mode
    Follow system
    Dark mode
    • Play Story
    • App Story
ଭିଜିଲାନ୍ସ ଜାଲରେ ଅମିନ

ଭିଜିଲାନ୍ସ ଜାଲରେ ଅମିନ

ONA Khabar 2 weeks ago

ଲାଙ୍ଗୀର: ଭିଜିଲାନ୍ସ ଜାଲରେ ତହସିଲ ଅଫିସ ଅମିନ । ୧୫ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଧରାପଡ଼ିଲେ ବଙ୍ଗୋମୁଣ୍ଡା ତହସିଲ ଅମିନ ନିର୍ମଳେନ୍ଦୁ କବି । ପାର୍ଟିସନ ସୁଟ୍ କେସ ବାବଦକୁ ୧୫ ହଜାର ଟଙ୍କାର ଲାଞ୍ଚ ନେଉଥିଲେ ଅମିନ ।ଖବର ଅନୁଯାୟୀ, ବଲାଙ୍ଗୀର ଜିଲ୍ଲା ବଙ୍ଗୋମୁଣ୍ଡା ତହସିଲଦାରର ଅମିନ ଜଣେ ଆବେଦନକାରୀଙ୍କଠାରୁ ସ୍କେଚ୍ ମ୍ୟାପ୍ ପ୍ରସ୍ତୁତ କରିବା ଏବଂ ସେମାନଙ୍କର ଜମି ସମ୍ପତ୍ତି ବିଭାଜନ ଏବଂ ସମ୍ପୃକ୍ତ ଅଂଶୀଦାରଙ୍କ ସପକ୍ଷରେ ନୂତନ ROR ପ୍ରଦାନ ପାଇଁ ଲାଞ୍ଚ ଦାବି କରିଥିଲେ ।

ଏପିରିକି ଫାଇଲ୍ ପ୍ରକ୍ରିୟାକରଣ କରିବା ପାଇଁ ୧୫,୦୦୦ ଟଙ୍କା ଲାଞ୍ଚ ଦାବି କରି ନେଉଥିଲେ ।

Dailyhunt
Disclaimer: This content has not been generated, created or edited by Dailyhunt. Publisher: ONA Khabar