Dailyhunt Logo
  • Light mode
    Follow system
    Dark mode
    • Play Story
    • App Story
ଏକତରଫା ପ୍ରେମରୁ ହିଡେନ୍ କ୍ୟାମେରା

ଏକତରଫା ପ୍ରେମରୁ ହିଡେନ୍ କ୍ୟାମେରା

ONA Khabar 4 months ago

ଜଗତସିଂହପୁର: ଜଗତସିଂହପୁର ଡିଆରଡିଏ କାର୍ଯ୍ୟାଳୟ ମହିଳା ୱାସ୍‌ରୁମ୍‌ରୁ ହିଡେନ୍ କ୍ୟାମେରା ଜବତ ଘଟଣାରେ ଜଗତସିଂହପୁର ଏସ୍‌ପି ଚାଞ୍ଚଲ୍ୟକର ତଥ୍ୟ ରଖିଛନ୍ତି । ଏ ନେଇ ପ୍ରେସମିଟ୍ କରି ରୋଚକ ତଥ୍ୟ ଦେଇଛନ୍ତି ଏସ୍‌ପି ଅଙ୍କିତ ବର୍ମା । ଜଗତସିଂହପୁର ଡିଆରଡିଏ କାର୍ଯ୍ୟାଳୟ କାର୍ଯ୍ୟାଳୟର ଜନୈକା ମହିଳା କର୍ମଚାରୀଙ୍କୁ ଏକତରଫା ପ୍ରେମ କରି ବିଫଳ ହେବାପରେ ଏପରି କରିଥିଲା ଅଭିଯୁକ୍ତ ।

ଅଭିଯୁକ୍ତ ଜୁନିୟର କ୍ଲର୍କ ସଞ୍ଜୟ ଅଧେଖାକୁ ଶନିବାର ତିର୍ତ୍ତୋଲ ପୋଲିସ ଗିରଫ କରିବା ପରେ ଜିଲ୍ଲାପାଳ ତାଙ୍କୁ କାର୍ଯ୍ୟରୁ ନିଲମ୍ବନ କରିଥିଲେ । ପୋଲିସ ଅଭିଯୁକ୍ତ ଠାରୁ ହିଡେନ କ୍ୟାମେରା ସହ ଏକ ମୋବାଇଲ, ପେନ୍‌ ଡ୍ରାଇଭ୍ ଓ ସିସିଟିଭି ହାର୍ଡ ଡିସ୍କ ଜବତ କରିଛି ।

Dailyhunt
Disclaimer: This content has not been generated, created or edited by Dailyhunt. Publisher: ONA Khabar