ଭୁବନେଶ୍ୱର: ପ୍ରଥମ ଦିନରେ ୧୭ ହଜାର ଲୋକ କରିଛନ୍ତି ନିଜର ଜନ ଗଣନା । ଏନେଇ ଜନଗଣନା ନିର୍ଦ୍ଦେଶକ ନିଖିଲ ପବନ କଲ୍ୟାଣ ସୂଚନା ଦେଇଛନ୍ତି । ସ୍ୱ ଗଣନା ପ୍ରକ୍ରିୟାରେ ଅଧିକ ସାମିଲ ହେବାକୁ ଲୋକଙ୍କୁ ଅପିଲ କରିଛନ୍ତି । ଜନଗଣନା ନିର୍ଦ୍ଦେଶକଙ୍କ ସହ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ଅପିଲ କରିଛନ୍ତି । ଦୀର୍ଘ ୧୫ ବର୍ଷ ପରେ ସାରା ଦେଶରେ ଆସନ୍ତାକାଲିଠୁ ଜନଗଣନା ଆରମ୍ଭ ହୋଇଥିବା ବେଳେ, ଓଡ଼ିଶାରେ ରାଜ୍ୟପାଳଙ୍କ ଠାରୁ ଆରମ୍ଭ ହୋଇଛି ପ୍ରକ୍ରିୟା ।

