Monday, 21 Oct, 2.59 pm ONA Khabar

ହୋମ
ପୁଣି ୨୩ରୁ ବର୍ଷା ହେବାର ସମ୍ଭାବନା

ଭୁବନେଶ୍ୱର: ପୁଣି ୨୩ରୁ ବର୍ଷା ହେବାର ସମ୍ଭାବନା ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଆଗାମୀ ୪୮ ଘଣ୍ଟା ମଧ୍ୟରେ ଏହା ଲଘୁଚାପର ରୂପ ନେବ। ଏହା ପ୍ରଭାବରେ ୨୩ ତାରିଖରୁ ଦକ୍ଷିଣ ଓଡ଼ିଶାରେ ବର୍ଷା ହେବ। ୨୪ ଓ ୨୫ ତାରିଖ ବେଳକୁ ଉତ୍ତର ଓଡ଼ିଶାରେ ବର୍ଷା ହେବାର ସମ୍ଭାବନା ରହିଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ନିର୍ଦ୍ଦେଶକ ଆଜି ଏହି ସୂଚନା ଦେଇଛନ୍ତି।

ଟଙ୍କା ଡିଲ କରୁଥିବା ସମୟରେ ଏମିତି ହେଲା...

Dailyhunt
Disclaimer: This story is auto-aggregated by a computer program and has not been created or edited by Dailyhunt. Publisher: ONA Khabar
Top