Dailyhunt
ରାଉରକେଲା ବିମାନ କ୍ରାସରେ ଆସିଲା ରିପୋର୍ଟ

ରାଉରକେଲା ବିମାନ କ୍ରାସରେ ଆସିଲା ରିପୋର୍ଟ

ONA Khabar 3 weeks ago

ରାଉରକଲା: ରାଉରକଲା ବିମାନ ଦୁର୍ଘଟଣାର ଆସିଲା ପ୍ରାଥମିକ ରିପୋର୍ଟ । ବେସାମରିକ ବିମାନ ଚଳାଚଳ ମନ୍ତ୍ରାଳୟ ଏଏଆଇବି ପକ୍ଷରୁ ରିପୋୁ୍‌ଟ ପର୍କାଶ ପାଇଛି । ରାଉରକେଲାରେ ପହଞ୍ଚିବା ପୂର୍ବରୁ ବିମାନରୁ ତେଲ ସରିଆସୁଥିବା ସୂଚନା ମିଳିଛି ।ଫଳର ଇଞ୍ଚିନରେ ସମସ୍ୟା ଯୋଗୁଁ ବିମାନ ଦୁର୍ଘଟଣା ରିପୋର୍ଟରେ ଉଲ୍ଲେଖ କରାଯାଇଛି । ଗତ ଜାନୁଆରୀ ୧୦ ତାରିଖରେ ଏୟାର ଇଣ୍ଡିଆ ୱାନର ବିମାନ କ୍ରାସ ହୋଇଥିଲା ।

Dailyhunt
Disclaimer: This content has not been generated, created or edited by Dailyhunt. Publisher: ONA Khabar