ଯାଜପୁର: ଯାଜପୁର ଥାନା ଅନ୍ତର୍ଗତ କାଳୀମେଘା ନିକଟର ଫୁଟିଲା ଗୁଳି । ଏହି ଗୁଳିକାଣ୍ଡରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି । ଘଟଣାସ୍ଥଳରେ ସାଇଣ୍ଟିଫିକ ଟିମ୍ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି ।ସୂଚନା ଅନୁସାରେ, ସୋମବାର ରାତିରେ ଯାଜପୁର ସହରର କାଳିମେଘା ନିକଟରେ ଯୁବକଙ୍କ ଉପରକୁ ଗୁଳିମାଡ଼ ହୋଇଥିଲା । ତେବେ ଗୁଳିମାଡ଼ରେ ଯୁବକଜଣଙ୍କ ଗୁରୁତର ହେବା ପରେ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା ।

