Dailyhunt Logo
  • Light mode
    Follow system
    Dark mode
    • Play Story
    • App Story
ଅଗଷ୍ଟ ୩୧ ରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି

ଅଗଷ୍ଟ ୩୧ ରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି

Photo News 6 days ago

ଭୁବନେଶ୍ୱର: ଆସନ୍ତା ସୋମବାର ଅଗଷ୍ଟ ୩୧ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ। ମୁଖ୍ୟମନ୍ତ୍ରୀଙ୍କ ଅନ୍ୟାନ୍ୟ ଗୁରୁତ୍ବପୂର୍ଣ୍ଣ କାର୍ଯ୍ୟ ଥିବାରୁ ଭୁବନେଶ୍ୱର ୟୁନିଟ ୨ ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ଠାରେ ଆସନ୍ତା ସୋମବାର ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ। ପରବର୍ତ୍ତୀ ଅଭିଯୋଗ ଶୁଣାଣିର ତାରିଖ ଜନସାଧାରଣଙ୍କୁ ସମ୍ବାଦ ପତ୍ର ଓ ଅନ୍ୟ ଗଣମାଧ୍ୟମ ଜରିଆରେ ଜଣାଇ ଦିଆଯିବ।

ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ଏହି ସୂଚନା ମିଳିଛି।

Dailyhunt
Disclaimer: This content has not been generated, created or edited by Dailyhunt. Publisher: Photo News