Dailyhunt Logo
  • Light mode
    Follow system
    Dark mode
    • Play Story
    • App Story
ଅନୁଗୋଳରେ ସ୍କ୍ରବ୍‌ ଟାଇଫସ୍‌ ଆତଙ୍କ; ଜଣଙ୍କ ମୃତ୍ୟୁ, ୭ ଆକ୍ରାନ୍ତ

ଅନୁଗୋଳରେ ସ୍କ୍ରବ୍‌ ଟାଇଫସ୍‌ ଆତଙ୍କ; ଜଣଙ୍କ ମୃତ୍ୟୁ, ୭ ଆକ୍ରାନ୍ତ

Photo News 1 week ago

ଭୁବନେଶ୍ବର: ଅନୁଗୋଳ ଜିଲ୍ଲା ପାଲଲହଡ଼ା ଉପଖଣ୍ଡରେ ସ୍କ୍ରବ୍‌ ଟାଇଫସ୍‌ ରୋଗ ଆତଙ୍କ ସୃଷ୍ଟି କରିଛି। ସ୍ଥାନୀୟ ଖମାର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର (ସିଏଚ୍‌ସି) ଅଧୀନ ସାନବାଗଦରୀ ଗ୍ରାମରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହି ଘଟଣା ପରେ ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ ସତର୍କ ହୋଇପଡ଼ିଛି।

ଗତକାଲି ଏକ ସ୍ୱେଶାଲ ମେଡିକାଲ ଟିମ୍‌ ପ୍ରଭାବିତ ଗାଁକୁ ଯାଇ ପରିସ୍ଥିତିର ଅନୁଧ୍ୟାନ କରିବା ସହ ଯାଞ୍ଚ ପ୍ରକ୍ରିୟା ଆରମ୍ଭ କରିଛନ୍ତି। ତେବେ ଏହାକୁ ନେଇ ଆତଙ୍କିତ ନହୋଇ ସଚେତନ ରହିବାକୁ ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀ (ସିଡିଏମ୍‌ଓ) ଡାକ୍ତର ମଦନ ମୋହନ ପ୍ରଧାନ ଅପିଲ୍‌ କରିଛନ୍ତି।

Dailyhunt
Disclaimer: This content has not been generated, created or edited by Dailyhunt. Publisher: Photo News