ଭୁବନେଶ୍ୱର,୨୯ ।୮ : ଆସନ୍ତା ସୋମବାର ଅଗଷ୍ଟ ୩୧ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ବନ୍ଦ ରହିବ । ଏ ନେଇ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ମୁଖ୍ୟମନ୍ତ୍ରୀଙ୍କ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ଥିବାରୁ ଆସନ୍ତା ସୋମବାର ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ।
ପରବର୍ତ୍ତୀ ଅଭିଯୋଗ ଶୁଣାଣିର ତାରିଖ ଜନସାଧାରଣଙ୍କୁ ଗଣମାଧ୍ୟମ ଜରିଆରେ ଜଣାଇ ଦିଆଯିବ ବୋଲି ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ଆହୁରି ପଢନ୍ତୁ : ବୃହତ୍ ଶିଳ୍ପ ନିବେଶ ପ୍ରକଳ୍ପ ଅଗ୍ରଗତି ନେଇ ସମୀକ୍ଷା, ଶୀଘ୍ର କାର୍ଯ୍ୟକ୍ଷମ ଉପରେ ଗୁରୁତ୍ବ

