Dailyhunt
ବିଜେଡି ସଂସଦୀୟ ଦଳ ନେତା ପଦରୁ ସସ୍ମିତ ପାତ୍ରଙ୍କ ଇସ୍ତଫା

ବିଜେଡି ସଂସଦୀୟ ଦଳ ନେତା ପଦରୁ ସସ୍ମିତ ପାତ୍ରଙ୍କ ଇସ୍ତଫା

ଭୁବନେଶ୍ବର, ୮।୪ : ପଦ ଛାଡିଲେ ସସ୍ମିତ ପାତ୍ର। ବିଜେଡ ସଂସଦୀୟ ଦଳ ନେତା ପଦରୁ ଇସ୍ତଫା ଦେଲେ ସାଂସଦ ସସ୍ମିତ ପାତ୍ର। ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ପଠାଇଲେ ଇସ୍ତଫା ପତ୍ର। ୨୦୨୨ ମସିହାରୁ ସସ୍ମିତ ବିଜେଡିର ସଂସଦୀୟ ଦଳ ନେତା ରହିଥିଲେ । ନିକଟରେ ବିଜୁ ବାବୁଙ୍କ ପ୍ରତି ବିଜେପି ସାଂସଦ ନିଶିକାନ୍ତ ଦୁବେଙ୍କ ବିବାଦୀୟ ମନ୍ତବ୍ୟକୁ ନେଇ ସେ ସଂସଦର ଏକ କମିଟିର ସଦସ୍ୟ ପଦରୁ ଇସ୍ତଫା ଦେଇଥିଲେ।

Dailyhunt
Disclaimer: This content has not been generated, created or edited by Dailyhunt. Publisher: Prameya Odia