Dailyhunt Logo
  • Light mode
    Follow system
    Dark mode
    • Play Story
    • App Story
ଶ୍ରୀମନ୍ଦିର ନିକଟରୁ ବିଦେଶୀ ପକ୍ଷୀ ଉଦ୍ଧାର

ଶ୍ରୀମନ୍ଦିର ନିକଟରୁ ବିଦେଶୀ ପକ୍ଷୀ ଉଦ୍ଧାର

ପୁରୀ: ଶ୍ରୀମନ୍ଦିର ନିକଟରୁ ବିଦେଶୀ ପକ୍ଷୀ ଉଦ୍ଧାର। ଶ୍ରୀମନ୍ଦିର ଚତୁଃପାର୍ଶ୍ଵରେ ପକ୍ଷୀଟି ବୁଲୁଥିବା ବେଳେ ଏହାକୁ ଉଦ୍ଧାର କରିଛନ୍ତି ଶ୍ରୀମନ୍ଦିର ସୁରକ୍ଷା କର୍ମୀ । ଉଦ୍ଧାର ପରେ ପକ୍ଷୀକୁ ପୋଲିସକୁ ହସ୍ତାନ୍ତର କରାଯାଇଛି । ପକ୍ଷୀଟି କେଉଁଠୁ ଆସିଛି ତାକୁ ନେଇ ତଦନ୍ତ କରୁଛି ପୋଲିସ । ବିଦେଶୀ ପକ୍ଷୀକୁ ଦେଖିବା ପାଇଁ ଲୋକଙ୍କ ମନରେ କୌତୁହଳ ସୃଷ୍ଟି ହୋଇଛି ।

ଏହି ବିଦେଶୀ ପକ୍ଷୀକୁ ଦେଖିବା ପାଇଁ ଲୋକଙ୍କ ଭିଡ଼ ମଧ୍ୟ ଦେଖିବାକୁ ମିଳିଛି ।

Dailyhunt
Disclaimer: This content has not been generated, created or edited by Dailyhunt. Publisher: Prameya Odia