କଟକ ୦୫।୦୭ : IIC ବିୟୁଟି ମହାନ୍ତି ଆତ୍ମହତ୍ୟା ଘଟଣାରେ ନୂଆ ଅପଡେଟ୍ । ଆଇଆଇସି ବିୟୁଟି ମହାନ୍ତି ଆତ୍ମହତ୍ୟା ଘଟଣାରେ କମିଶନରେଟ୍ ପୋଲିସ ଜଣଙ୍କୁ ଅଟକ ରଖି ଜେରା କରୁଛି । ଅଟକ ଥିବା ଜଣଙ୍କ ପୋଲିସ ବିଭାଗର ଜଣେ କର୍ମଚାରୀ ବୋଲି ଜଣାପଡିଛି । ଅଜ୍ଞାତ ସ୍ଥାନରେ ଅଟକ ରଖି ଜେରା କରୁଛି ପୋଲିସ । ଶନିବାର ଦିନ କଟକ ଚାଉଳିଆଗଞ୍ଜ ଥାନା ଆଇଆଇସି ବିୟୁଟି ମହାନ୍ତି ନିକ କ୍ୱାର୍ଟର୍ସରେ ଆତ୍ମହତ୍ୟା କରିଥିଲେ ।ଏପିରିକି ରବିବାର ଅପରାହ୍ନ ସମୟରେ ଓଡ଼ିଶା ପୋଲିସ ଅଫିସର ମହାସଂଘ ପ୍ରେସମିଟ୍ କରିଥିଲା । ଯେଉଁଥିରେ ସଂଘ ଉଚ୍ଚସ୍ତରୀୟ ତଦନ୍ତ କରିବାକୁ ଦାବି କରିବା ସହ ୩୦ ଦିନ ମଧ୍ୟରେ ରିପୋର୍ଟକୁ ଆସର୍ବଜନୀନ କରିବାକୁ ଦାବି କରିଥିଲା । -Twin City Rain Record: ଅବପାତ ସକ୍ରିୟ, ଆହୁରି ବର୍ଷିବ ; ଟ୍ବିନ୍ ସିଟିରେ କାଚିଲା, ବୁଡ଼ାଇଲା ଏପଟେ ଆଇଆଇସି ବିୟୁଟି ମହାନ୍ତି ଆତ୍ମହତ୍ୟା ଘଟଣାରେ ନୂଆ ଅପଡେଟ୍ ସାମ୍ନାକୁ ଆସିଛି । ଆତ୍ମହତ୍ୟା ଘଟଣାରେ କମିଶନରେଟ୍ ପୋଲିସ ଜଣଙ୍କୁ ଅଟକ ରଖି ଜେରା କରୁଛି ।
ଅଟକ ଥିବା ଜଣଙ୍କ ପୋଲିସ ବିଭାଗର ଜଣେ କର୍ମଚାରୀ ବୋଲି ଜଣାପଡିଛି । ଅଜ୍ଞାତ ସ୍ଥାନରେ ଅଟକ ରଖି ଜେରା କରୁଛି ପୋଲିସ । ଏପିରିକି ଅଟକ ବ୍ୟକ୍ତିଙ୍କୁ ମୋବାଇଲ ମଧ୍ୟ ଯାଞ୍ଚ କରୁଛି ପୋଲିସ ।
