ଭୁବନେଶ୍ୱର : ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୨୧ ତାରିଖରେ ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସିବେ । ରାଷ୍ଟ୍ରପତି ଝାରସୁଗୁଡ଼ା ଓ ରାଇରଙ୍ଗପୁରରେ ଦୁଇଟି କାର୍ଯ୍ୟକ୍ରମରେ ଯୋଗ ଦେବେ ବୋଲି ଜଣାପଡ଼ିଛି । Also Read...୧୪ ବିଶ୍ଵବିଦ୍ୟାଳୟ ପାଇଁ କୁଳପତି ନିଯୁକ୍ତ, ଜାଣନ୍ତୁ କାହାକୁ କେଉଁଠି ମିଳିଲା ନିଯୁକ୍ତି ଓଡ଼ିଶା ପୁଲିସର ପ୍ରସ୍ତାବିତ ରାଇରଙ୍ଗପୁର ପୋଲିସ ଜିଲ୍ଲାକୁ ରାଷ୍ଟ୍ରପତି ଶୁଭାରମ୍ଭ କରିବା ସହିତ ଏସ୍ପିଙ୍କ କାର୍ଯ୍ୟାଳୟକୁ ଉଦ୍ଘାଟନ କରିବେ ।