ପୁରୀ ୦୭।୦୪ : ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ବଡ଼ ମହାସ୍ନାନ। ଭିତର କାଠ ନିକଟରେ ରକ୍ତ ପଡ଼ିଥିବାରୁ ମହାପ୍ରଭୁଙ୍କର ବଡ଼ ମହାସ୍ନାନ ହୋଇଛି। ବଡ଼ ମହାସ୍ନାନ ଲାଗି ସର୍ବସାଧାରଣ ଦର୍ଶନ ବନ୍ଦ ରହିଛି । ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆଯାଇଛି । -Madam President: ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସିବେ ମହାମହିମ, ବିଭିନ୍ନ କାର୍ଯ୍ୟକ୍ରମରେ ସାମିଲ ହେବେ ଖବର ଅନୁଯାୟୀ, ମଙ୍ଗଳ ଆଳତୀ ପରେ ବଡ଼ଦେଉଳରେ ଚାଲିଥିଲା ମହାପ୍ରଭୁଙ୍କ ଦର୍ଶନ ।