ଓଡ଼ିଶାରେ ଛାତ୍ର ନିର୍ବାଚନରେ ଏବିଭିପିର ବିଜୟ, ଶୁଭେଚ୍ଛା ଜଣାଇଲେ ଅମିତ ଶାହ
(ସତ୍ୟପାଠବ୍ୟୁରୋ): ଓଡ଼ିଶାରେ ଛାତ୍ର ସଂସଦ ନିର୍ବାଚନରେ ଏବିଭିପିର ବିଜୟକୁ ନେଇ ଶୁଭେଚ୍ଛା ଜଣାଇଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ। ରାଜ୍ୟର ୧୩ଟି ବିଶ୍ୱବିଦ୍ୟାଳୟରେ ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦର ସଫଳତାକୁ ନେଇ ସେ ସଂଗଠନର ସମସ୍ତ କାର୍ଯ୍ୟକର୍ତ୍ତାଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ସୋସିଆଲ ମିଡିଆ ପ୍ଲାଟଫର୍ମ 'ଏକ୍ସ'ରେ ପୋଷ୍ଟ କରି ଅମିତ ଶାହ ଲେଖିଛନ୍ତି ଯେ, ଓଡ଼ିଶାର ଛାତ୍ର ସଂସଦ ନିର୍ବାଚନରେ ବିପୁଳ ବିଜୟ ହାସଲ କରିଥିବା ଏବିଭିପିର ସମସ୍ତ କାର୍ଯ୍ୟକର୍ତ୍ତାଙ୍କୁ ହାର୍ଦ୍ଦିକ ଅଭିନନ୍ଦନ ।
ସତ୍ୟପାଠ news
• 1hr ago








