ଭୁବନେଶ୍ୱର : ସକ୍ରିୟ ରହିଛି ଲଘୁଚାପ, ଆହୁରି ତିନି ଦିନ ଯାଏ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା । ଓଡ଼ିଶାର ଚତୁଃପାର୍ଶ୍ବରେ ୩ଟି ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଦକ୍ଷିଣ ବାଂଲାଦେଶ ଓ ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ଥିବା ବେଳେ ଝାଡ଼ଖଣ୍ଡ ଓ ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଆଉ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି ।

