Dailyhunt Logo
  • Light mode
    Follow system
    Dark mode
    • Play Story
    • App Story
ବିଜୟାଦଶମୀ ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

ବିଜୟାଦଶମୀ ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ବିଜୟା ଦଶମୀ ଉପଲକ୍ଷେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।

ଏକ୍ସରେ ଏକ ପୋଷ୍ଟରେ ସେ ଲେଖିଛନ୍ତି :

"ବିଜୟା ଦଶମୀ ଉପଲକ୍ଷେ ଦେଶବାସୀଙ୍କୁ ଅନେକ ଶୁଭକାମନା ।

ମା ଦୁର୍ଗା ଏବଂ ଭଗବାନ ଶ୍ରୀ ରାମଙ୍କ ଆଶୀର୍ବାଦରୁ ଆପଣମାନେ ଜୀବନର ସମସ୍ତ କ୍ଷେତ୍ରରେ ବିଜୟୀ ହୁଅନ୍ତୁ, ଏହା ହିଁ ମୋର କାମନା ।"

Dailyhunt
Disclaimer: This content has not been generated, created or edited by Dailyhunt. Publisher: Shaksi News