Dailyhunt
ବିଜେପି ରାଜ୍ୟ କାର୍ଯ୍ୟାଳୟରେ ଗୁରୁତ୍ୱପୂର୍ଣ୍ଣ କୋର୍ କମିଟି ବୈଠକ

ବିଜେପି ରାଜ୍ୟ କାର୍ଯ୍ୟାଳୟରେ ଗୁରୁତ୍ୱପୂର୍ଣ୍ଣ କୋର୍ କମିଟି ବୈଠକ

ବୈଠକରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ, ରାଜ୍ୟ ପ୍ରଭାରୀ ଶ୍ରୀ ବିଜୟ ପାଲ ସିଂ ତୋମାର, ସହ ପ୍ରଭାରୀ ସୁଶ୍ରୀ ଲତା ଉସେଣ୍ଡୀ, କେନ୍ଦ୍ରମନ୍ତ୍ରୀ ଶ୍ରୀ ଜୁଏଲ ଓରାମ ଓ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଉପ ମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ ଓ ଶ୍ରୀମତୀ ପ୍ରଭାତୀ ପରିଡ଼ା, ପୂର୍ବତନ ରାଜ୍ୟ ସଭାପତି ତଥା ମନ୍ତ୍ରୀ ସୁରେଶ ପୂଜାରୀ, ପୂର୍ବତନ ରାଜ୍ୟ ସଭାପତି ସମୀର ମହାନ୍ତି ଓ ବସନ୍ତ ପଣ୍ଡା, ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ସାଂସଦ ଶ୍ରୀ ପ୍ରତାପ ଷଡ଼ଙ୍ଗୀ, ରାଷ୍ଟ୍ରୀୟ ମୁଖପାତ୍ର ତଥା ସାଂସଦ ଡା.ସମ୍ବିତ ପାତ୍ର, ରାଜ୍ୟ ସାଧାରଣ ସମ୍ପାଦକ ଶ୍ରୀ ମାନସ କୁମାର ମହାନ୍ତି ଉପସ୍ଥିତ ଥିଲେ ।

Dailyhunt
Disclaimer: This content has not been generated, created or edited by Dailyhunt. Publisher: Shaksi News