Dailyhunt
ହରିୟାଣାର ପ୍ରତିଷ୍ଠା ଦିବସ ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

ହରିୟାଣାର ପ୍ରତିଷ୍ଠା ଦିବସ ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

ହରିୟାଣାରପ୍ରତିଷ୍ଠାଦିବସଅବସରରେରାଜ୍ୟବାସୀଙ୍କୁପ୍ରଧାନମନ୍ତ୍ରୀଶ୍ରୀନରେନ୍ଦ୍ରମୋଦୀଶୁଭେଚ୍ଛାଜଣାଇଛନ୍ତି।

ପ୍ରଧାନମନ୍ତ୍ରୀଏକ୍ସରେପୋଷ୍ଟକରିଛନ୍ତି :

" ନିଜର ସମୃଦ୍ଧଶାଳୀ ଐତିହାସିକ ଐତିହ୍ୟ ପାଇଁ ପ୍ରସିଦ୍ଧି ଲାଭ କରିଥିବା ହରିୟାଣା ଦେଶର ବିକାଶରେ ସର୍ବଦା ଉଲ୍ଲେଖନୀୟ ଅବଦାନ ରଖିଛି । ରାଜ୍ୟର ପ୍ରତିଷ୍ଠା ଦିବସ ଅବସରରେ ଏହାର ଅଭିବୃଦ୍ଧିରେ ଭାଗିଦାର ସମସ୍ତ ଭାଇ ଓ ଭଉଣୀମାନଙ୍କୁ ହାର୍ଦ୍ଦିକ ଶୁଭକାମନା ଦେବା ସହ ମୁଁ ସେମାନଙ୍କର ସୁଖ , ସମୃଦ୍ଧି ଏବଂ ଉତ୍ତମ ସ୍ୱାସ୍ଥ୍ୟର କାମନା କରୁଛି । "

Dailyhunt
Disclaimer: This content has not been generated, created or edited by Dailyhunt. Publisher: Shaksi News