Dailyhunt Logo
  • Light mode
    Follow system
    Dark mode
    • Play Story
    • App Story
କାଳିଆ ଦର୍ଶନ ବନ୍ଦ ରହିବ ବୁଧବାର ୫ ଘଣ୍ଟା

କାଳିଆ ଦର୍ଶନ ବନ୍ଦ ରହିବ ବୁଧବାର ୫ ଘଣ୍ଟା

ସନ୍ତା କଲି (ବୁଧବାର) ଶ୍ରାବଣ କୃଷ୍ଣ ଅମାବାସ୍ୟା ତିଥିରେ ଶ୍ରୀବିଗ୍ରହମାନଙ୍କ ଚିତାଲାଗି ନୀତି ଅନୁଷ୍ଠିତ ହେବ।

ମହାପ୍ରଭୁଙ୍କ ଏହି ନୀତି ସମୟରେ ୫ ଘଣ୍ଟା ପାଇଁ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ|

ଏଣୁ ପ୍ରଥମ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ଅପରାହ୍ନ ଘ.୨.୦୦ ଟିକା ଠାରୁ ସନ୍ଧ୍ୟା ଘ.୭.୦୦ ଟିକା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ।

ଏହା ପରେ କାଳିଆ ଦର୍ଶନ ଆରମ୍ଭ ହେବ |

Dailyhunt
Disclaimer: This content has not been generated, created or edited by Dailyhunt. Publisher: Shaksi News