Dailyhunt Logo
  • Light mode
    Follow system
    Dark mode
    • Play Story
    • App Story
ପ୍ରକାଶ ପାଇଲା ଯୁକ୍ତ ଦୁଇ ପରୀକ୍ଷା ଫଳ

ପ୍ରକାଶ ପାଇଲା ଯୁକ୍ତ ଦୁଇ ପରୀକ୍ଷା ଫଳ

ପାସ୍ ହାର ବିଜ୍ଞାନ- ୮୮.୮୨ ପ୍ରତିଶତ
କଳା- ୮୪.୫୦ ପ୍ରତିଶତ
ବାଣିଜ୍ୟ- ୮୮.୦୭ ପ୍ରତିଶତ
ଧନ୍ଦାମୂଳକ- ୭୭.୬୨ ପ୍ରତିଶତ

ଭୁବନେଶ୍ବର: ପ୍ରକାଶ ପାଇଲା ଯୁକ୍ତ ଦୁଇ ପରୀକ୍ଷା ଫଳ ।

ଏକା ସାଙ୍ଗରେ ବିଜ୍ଞାନ, କଳା, ବାଣିଜ୍ୟ ଓ ଧନ୍ଦାମୂଳକ ପରୀକ୍ଷା ଫଳ ପ୍ରକାଶ ପାଇଛି । ଆଜି ଦିନ ସାଢ଼େ ୧୨ ଟା ସମୟରେ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ କାର୍ଯ୍ୟାଳୟରେ ପରୀକ୍ଷା ଫଳ ଘୋଷଣା କରିଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ମନ୍ତ୍ରୀ ଶ୍ରୀ ନିତ୍ୟାନନ୍ଦ ଗଣ୍ଡ । ଚଳିତ ବର୍ଷ ସମୁଦାୟ ପାସ୍ ହାର ୮୫.୮୫ ପ୍ରତିଶତ ରହିଛି । ସେହିପରି ବିଜ୍ଞାନରେ ପାସ୍ ହାର ୮୮.୮୨ ପ୍ରତିଶତ, କଳାରେ ୮୪.୫୦ ପ୍ରତିଶତ, ବାଣିଜ୍ୟରେ ପାସ୍ ହାର ୮୮.୦୭ ପ୍ରତିଶତ ଓ ଧନ୍ଦାମୂଳକ ଶିକ୍ଷାରେ ୭୭.୬୨ ପ୍ରତିଶତ ରହିଛି । ଛାତ୍ରଛାତ୍ରୀମାନେ ସେମାନଙ୍କ ପରୀକ୍ଷା ଫଳ https://results.odisha.gov.in ଏବଂ https://results.digilocker.gov.in ୱେବସାଇଟରେ ଜାଣିପାରିବେ ।

Dailyhunt
Disclaimer: This content has not been generated, created or edited by Dailyhunt. Publisher: Shaksi News