Dailyhunt
ରାଜ୍ୟ ସ୍ତରୀୟ ସହିଦ ଦିବସ ଅବସରରେ ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳି

ରାଜ୍ୟ ସ୍ତରୀୟ ସହିଦ ଦିବସ ଅବସରରେ ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳି

ରାଜ୍ୟ ସ୍ତରୀୟ ଶହୀଦ ଦିବସ ଅବସରରେ ବିଧାନ ସଭା ପ୍ରାଙ୍ଗଣରେ ରାଜ୍ୟପାଳ ଡଃ ହରି ବାବୁ କମ୍ଭମ୍ ପାଟି, ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ, ବାଚସ୍ପତି ଶ୍ରୀମତୀ ସୁରମା ପାଢୀ, ଉପ ମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ, ଉପ ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା, ଏବଂ ରାଜ୍ୟ ମନ୍ତ୍ରୀ ମଣ୍ଡଳର ସଦସ୍ୟ ଗଣ ମହାତ୍ମା ଗାନ୍ଧୀଙ୍କ ପ୍ରତି ଶ୍ରଦ୍ଧାଞ୍ଜଳୀ ଅର୍ପଣ କରୁଛନ୍ତି ।

Dailyhunt
Disclaimer: This content has not been generated, created or edited by Dailyhunt. Publisher: Shaksi News